ଜୁନ୍‌ ୩ ସୁଦ୍ଧା କେରଳ ଛୁଇଁବ ମୌସୁମୀ ବାୟୁ

ନୂଆଦିଲ୍ଲୀ, ।୫:  : ଦେଶରେ ଭୀଷଣ ଗ୍ରୀଷ୍ମ ପ୍ରବାହ ପରେ ପାଣିପାଗ ବିଭାଗ ମୌସୁମୀକୁ ନେଇ ବଡ ସୂଚନା ଦେଇଛି । ପ୍ରଥମେ ପୂର୍ବାନୁମାନ କରାଯାଇଥିଲା ଯେ, ଚଳିତ ଥର ମୌସୁମୀ ଆଗୁଆ ଗୋଟିଏ ଦିନ ପୂର୍ବରୁ ଅର୍ଥାତ ମେ ୩୧ରେ କେରଳ ଛୁଇଁବ । ହେଲେ କେରଳରେ ମୌସୁମୀ ଆଗମନ ଦୁଇ ଦିନ ବିଳମ୍ବ ଘଟିବାର ସମ୍ଭାବନା ରହିଛି । ଜୁନ ୩ ସୁଦ୍ଧା ରାଜ୍ୟରେ ମୌସୁମୀ ପ୍ରବେଶ କରିପାରେ ବୋଲି ଭାରତୀୟ ପାଣିାଗ ବିଭାଗର ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: