ଜୟଦେବ ବିହାର ଓଭର ବ୍ରିଜ ତଳେ ବସ୍ ଦୁର୍ଘଟଣା

ଭୁବନେଶ୍ୱର ,୦୮/୦୪: ଭୁବନେଶ୍ୱର ଜୟଦେବ ବିହାର ଓଭର ବ୍ରିଜ ତଳେ ବସ୍ ଦୁର୍ଘଟଣା ଘଟିଛି । ଡିଭାଇଡରରେ ପିଟି ହୋଇ ବସ୍‌ଟି ଓଲଟିଥିବା ସୂଚନା । ବସ୍‌ରେ ଯାତ୍ରା କରୁଥିବା ୩୦ ଜଣ ଶ୍ରମିକ ଅଳ୍ପକେ ବର୍ତ୍ତିଥିବା ଜଣାପଡିଛି । ଆହତ ହୋଇଥିବା କିଛି ଶ୍ରମିକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବସ୍‌ଟି ଶ୍ରମିକଙ୍କୁ ନେଇ ନୟାପଲ୍ଲୀରୁ ପଟିଆ ଯାଉଥିଲା ବେଳେ ଦୁର୍ଘଟଣା ହୋଇଥିବା ଜଣାପଡିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!