ନବରଙ୍ଗପୁର,୧୩/୩:ନବରଙ୍ଗପୁର ଜିଲ୍ଲା ଉମରକୋଟ ସହର ଝୋରିଗାଁ ରୋଡ ପଞ୍ଜାବ ନେସନାଲ ବ୍ୟାଙ୍କ ସାମ୍ନାରେ ଅଜଣା ବ୍ୟକ୍ତି ଙ୍କ ଦ୍ଵାରା ସ୍ଥାନୀୟ ବ୍ୟବସାୟୀ ସଞ୍ଜୀବ ସୁବୁଦ୍ଧି ଙ୍କ ଉପରେ ଗୁଳିଚାଳନା, ଗୁଳିକାଣ୍ଡ ରେ ଅଣ୍ଟା ତଳକୁ ଗୁଳି ବାଜିଛି। ସଞ୍ଜୀବ ଙ୍କୁ ପ୍ରଥମେ ଉମରକୋଟ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତର କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |