ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ

କେନ୍ଦୁଝର ୨୭।୧:   କେନ୍ଦୁଝର ମାଇନିଂ ସ୍ଥିତ ଡିଆଇସି ଅଫିସ୍ ପଛ ପଟ ପଡିଆରେ ଠିଆ ହୋଇଥିବା ବସ୍ ରେ ନିଆଁ ଲାଗିଯାଇଛି । ବୁଧବାର ଦିନ ୧୨ଟା ୩୦ମିନିଟ୍ ସମୟରେ ନିଆଁ ଲାଗିଥିବା ଜଣାପଡିଛି । ଅଗ୍ନିକାଣ୍ଡ ଫଳରେ ବସ୍ ଟି ସଂପୂର୍ଣ୍ଣ ଜଳିଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: