କେନ୍ଦ୍ରାପଡ଼ା,୨୨ା୯ : କେନ୍ଦ୍ରାପଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦେଶକ ଭାବେ ରାଜେନ୍ଦ୍ର କୁମାର ପଣ୍ଡା ଯୋଗଦେଇଛନ୍ତି । ଶ୍ରୀ ପଣ୍ଡା ଭଦ୍ରକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ(ପ୍ରଶାସନ) ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଥିବା ପ୍ରକଳ୍ପ ନିର୍ଦେଶକ ଦିଲ୍ଲିପ କୁମାର ପରିଡାଙ୍କ ଏଠାରୁ ବଦଳି ହୋଇଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |