ଢଉମାଳ ଗ୍ରାମରେ ବିଧାୟକଙ୍କ ଦ୍ୱାରା ଜଳଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଗଞ୍ଜାମ,୬/୯(ମନୋଜ ପାତ୍ର):ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଢ଼ଉମାଳ ଗ୍ରାମ ଠାରେ ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ମାନ୍ୟବର ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି। ଆର ଡବ୍ଲ୍ୟୁ ଏସ ଏସ ଏସଡିଓ,ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ସ୍ଥାନିୟ ସରପଞ୍ଚଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସି ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!