ଦିଲ୍ଲୀରେ ବିସ୍ଫୋରଣ

ନୂଆଦିଲ୍ଲୀ,୨୯ ।୧: ନୂଆଦିଲ୍ଲୀ ଇସ୍ରାଏଲ ଦୂତାବାସ ନିକଟରେ ଆଜି ବିସ୍ଫୋରଣ ଘଟିଛି । ଦୂତାବାସ ବାହାରେ ଆଇଇଡି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଆଇଡି ବିସ୍ଫୋରଣରେ ୩ଟି କାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି ।  ଘଟଣାସ୍ଥଳରେ ୩ଟି ଦମକଳ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । କିନ୍ତୁ ବିସ୍ଫୋରଣରେ ମୃତାହତର କୌଣସି ସୂଚନା ମିଳିପାରି ନାହିଁ । ବିସ୍ଫୋରଣ ଛୋଟ ଧରଣର ହୋଇଥିବା ନେଇ ସ୍ପଷ୍ଟ କରିଛି ଦିଲ୍ଲୀ ପୋଲିସ । ଘଟଣାସ୍ଥଳରେ ସ୍ଫେଶାଲ ସେଲର ଏକ ଟିମ୍ ଉପସ୍ଥିତ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: