ଭୁବନେଶ୍ୱର,୨୪ା୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ତିନିଦିନି ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ମାଓ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେବେ ।ହି ବୈଠକ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ | ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଡକାଯାଇଛି। ଗୃହ ମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ମାଓ ମୁକାବିଲା ନେଇ ବୈଠକ ହେବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |