ନୂଆଦିଲ୍ଲୀ ୦୪/୦୮: ଦେଶରେ ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୯୮୯୩ କରୋନା ପଜିଟିଭ୍ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୯ ହଜାର ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୮୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |