ନୂଆଦିଲ୍ଲୀ ୦୬/୦୮: ଦେଶରେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୯୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |