କଟକ, ୨୪/୦୯ : ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ଓଡ୍ରାଫ୍ ବୋଟ୍ ଓଲଟି ପଡିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ପାଣି ସ୍ରୋତରେ ରବର ବୋଟ୍ଟି ଓଲଟି ପଡିଛି। ଓଡ୍ରାଫ୍ ଟିମ୍ରେ ଥିବା ୬ ରୁ ୭ ଜଣ ସଦସ୍ୟ ପ୍ରଖର ପାଣି ସ୍ରୋତରେ ଭାସି ଯାଇଛନ୍ତି। ବର୍ତ୍ତମାନ ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ସମସ୍ତଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |