ନୂଆଦିଲ୍ଲୀ,୫।୨ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ପରଭେଜ ମୁଶରଫଙ୍କ ଦେହାନ୍ତ ହୋଇଛି। ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶାରଫ୍ଙ୍କ ପରଲୋକ ହୋଇଛି। ୟୁଏଇ ସ୍ଥିତ ଆମେରିକାନ୍ ହସ୍ପିଟାଲ୍ରେ ଆଜି ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ହୋଇ ହସ୍ପିଟାଲ୍ରେ ଚିକତ୍ସାଧୀନ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେଠାକାର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ପରଭେଜ୍ ମୁଶାରଫ୍ଙ୍କ ଦେହାନ୍ତ ନେଇ ପରିବାର ଲୋକ ସୂଚନା ଦେଇଛନ୍ତି। ଅସୁସ୍ଥତା ଯୋଗୁ ୨ ସପ୍ତାହ ହେବ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |