ପଳାଶୁଣି ଓଭରବ୍ରିଜ ନିକଟରେ ବୋହିନେଲେ କାଙ୍କଡ଼

 ଭୁବନେଶ୍ୱର ୧୭।୦୬: ଓଲଟିଲା ଗାଡି, ବୋହିନେଲେ ଲୋକେ । ରାଜଧାନୀରେ ପଳାଶୁଣି ଓଭରବ୍ରିଜ ନିକଟରେ ଏକ ମାଲବାହୀ ଟ୍ରକ ଓଲଟି ପଡିଛି । ଯାହାଫଳରେ କି ଗାଡିରେ ଲୋଡ଼ ହୋଇଥିବ କାଙ୍କଡ଼କୁ ବୋହି ନେଇଯାଇଛନ୍ତି ଲୋକେ ।  ଲୋକଙ୍କ ବୋହିବାରେ ପୋଲିସ ବି ସାଜିଲା ଦେଖଣାହାରୀ । କେବଳ ସାଧାରଣ ଲୋକ ନୁହେଁ ପୋଲିସ ଲୋକଙ୍କ ସହ ମିଶି ନିଜ ବ୍ୟାଗରେ କାଙ୍କଡ଼ ଗୋଟେଇ ଫୁଲ କରିବାରେ ବି ବ୍ୟସ୍ତ ଥିବାର ଦେଖିବାକୁ ମିଳିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: