ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ଦେହାନ୍ତ

ପାଟନା ୧୩/୦୯ : ପୂର୍ବତନ କେନ୍ଦ୍ରମନ୍ତ୍ରୀ  ରଘୁବଂଶ ପ୍ରସାଦ ସିଂହଙ୍କର ରବିବାର ଦିନ ଦେହାନ୍ତ ହୋଇଛି । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ଦିଲ୍ଲୀ ଏମ୍ସରେ ସେ ଚିକିତ୍ସାଧୀନ ହେଇଥିଲେ । ୭୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିହାର ରାଜନୀତିରେ ରଘୁବଂଶ ସିଂହ ଯାଦବ ଜଣେ ନାମୀ ନେତା ଭାବେ ବହୁତ ଜଣାଶୁଣା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!