ନିମାପଡା, ୨୭।୦୩: ପୁରୀ ଜିଲ୍ଲା ପିପିଲି ସାତଶଂଖ ନିକଟରେ ବୋମା ମାଡ଼ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘର ଆଗକୁ ବୋମା ମାଡ଼କଲେ ଦୁର୍ବୃତ୍ତ । ପିପିଲି ସାତଶଂଖ ନିକଟ ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ସୁବଳପୁର ଗାଁ ମୁଣ୍ଡରେ ଥିବା ଗଙ୍ଗାଧର ବିଶ୍ୱାଳଙ୍କ ଘରକୁ ବୋମାମାଡ଼ ହୋଇଛି । ଘଟଣା ସ୍ଥଳରେ ସାତଶଂଖ ପୋଲିସର ତଦନ୍ତ ଜାରି । ବୋମା ମାଡ଼ ପରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ସାତଶଂଖ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |