ଭବାନୀପାଟଣା : ବିଶ୍ୱନାଥପୁର ଥାନା କୁଟୁରୁଗୁଡ଼ା ଗାଁରେ ଘଟିଛି ଅଘଟଣ । ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାରେ ଜଣେ ୮ ବର୍ଷର ଶିଶୁକନ୍ୟା ଓ ଜଣେ ୪ ବର୍ଷର ଶିଶୁପୁତ୍ର ମୃତ୍ୟୁବରଣ କରିଛନ୍ତି । ଉଭୟଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମୃତ ଘୋଷଣା କରିଛନ୍ତି ଡାକ୍ତର ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |