ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,୧୭/୧୧ : ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆଇଏମଡିଙ୍କ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ଆକଳନ କରାଯାଇଛି । ତେବେ ଓଡିଶା ଉପରେ ଲଘୁଚାପର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: