ବନୀତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ଭୁବନେଶ୍ୱର ୨୪।୦୧: ବନୀତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର|ଓଡ଼ିଆ  ଝିଅ ପାଇଲେ ରାଷ୍ଟ୍ରୀୟ ବାଲ୍ ପୁରସ୍କାର । ଓଡ଼ିଶାର ନବରଙ୍ଗପୁରର ବନିତା ଦାସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ମାନିତ । ୨୦୨୨ ବର୍ଷ ପାଇଁ ୨୯ ଜଣ ପିଲାଙ୍କୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାର । ୨୯ ଜଣଙ୍କୁ ରାଷ୍ଟ୍ରୀୟ ବାଲ୍ ପୁରସ୍କାରରେ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ଭର୍ଚୁଆଲରେ ବିଜେତାଙ୍କ ସହ ମଧ୍ୟ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ।ଓଡ଼ିଆ ଝିଅ ବନିତା ଏକ ଉଲକା ପିଣ୍ଡର ପ୍ରାଥମିକ ଅବସ୍ଥିତି ଆବିଷ୍କାର କରିଥିଲେ । ୬ ଟି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ମିଳିଲା ପୁରସ୍କାର । ଏହି ଭର୍ଚୁଆଲ ଉଦବୋଧନରେ ପିଲାମାନେ କିଭଳି ଆଗକୁ ବଢ଼ିବେ ସେନେଇ ଗୁରୁମନ୍ତ୍ର ମଧ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: