ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ଦେହାନ୍ତ

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ଆଜି ଦେହାନ୍ତ ହୋଇଛି । ସେ ୬୮ ବର୍ଷ ବୟସରେ ମୃତ୍ୟୁ ବରଣ କରିଛନ୍ତି । ଆସାମର ଅତିରିକ୍ତ ପୁଲିସ ଡ଼ିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ସେ ରାଜନୀତିରେ ପାଦ ଦେଇଥିଲେ । ତାଙ୍କ ମୃତ୍ୟୁ ଖବର କୁ ନେଇ ସମଗ୍ର ମହଲରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: