ବସ ଓଲଟି ୩୦ ଆହତ, ୧୦ ଗୁରୁତର

ମୟୁରଭଞ୍ଜ,୧୬ ।୧୨: ମୟୁରଭଞ୍ଜ ବାରିପଦାରେ ୧୮ ନମ୍ବର ଜାତୀୟ ରାଜପଥ କୁଳିଅଣା ଠାରେ ଘଟିଛି  ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହି ବସ ଭାରସାମ୍ୟ ହରାଇ ଓଲଟିବା ଫଳରେ ୩୦ରୁ ଅଧିକ ଯାତ୍ରୀ ଆହତ ହେବା ସହ ୧୦ ଜଣ ଗୁରୁତର ହୋଇଛନ୍ତି । ୧୮ ନମ୍ବର ଜାତୀୟ ରାଜପଥ କୁଳିଅଣା ଠାରେ ବସ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।  ସମସ୍ତ ଗୁରୁତର ଯାତ୍ରୀଙ୍କୁ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ କରଞ୍ଜିଆରୁ ବାରିପଦା ଅଭିମୁଖେ ଆସୁଥିବାବେଳେ ବସଟି ଓଲଟି ଏଭଳି ଏକ ଭୟଙ୍କର ଦୁର୍ଘଟଣା ଘଟିଯାଇଛି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: