ଭୁବନେଶ୍ୱର ୨୪/୦୫: ମହାମାରୀ ସମୟରେ ବାତ୍ୟା ୟାସ୍ ଭୟ । ଏଭଳି ସ୍ଥିତିର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତିି ରାଜ୍ୟ ସରକାର। ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି । ଏହା ମଧ୍ୟରେ ରାଜ୍ୟବାସୀଙ୍କୁ ସୋମବାର ଅପରାହ୍ନ ୪ଟା ସମୟରେବାତ୍ୟା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |