ବାଦାମବାଡି ଭରତିଆ ଟାୱାରେ ଅଗ୍ନିକାଣ୍ଡ

କଟକ, ୨୩/୯ :  ବାଦାମବାଡି ଭରତିଆ ଟାୱାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ୫ ମହଲା ଉପରେ ନିଆଁ ଲାଗିଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିସମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡ଼ିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!