ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ାରେ ବର୍ଷା ଆରମ୍ଭ

ଭୁବନେଶ୍ଵର ୨୪।୦୫:ଭୀଷଣ ରୂପ ଧରି ମୁହାଁଉଛି ସାମୁଦ୍ରିକ ଝଡ ‘ୟସ୍’। ଗତକାଲି ଅବପାତରେ ପରିଣତ ହୋଇ ଆଜି ବ୍ୟାତାର ରୂପ ନେଇ ସାରିଛି ବାତ୍ୟା ୟସ୍। ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବ। ପାରାଦୀପ-ସାଗର ଦ୍ଵୀପ ମଝିରେ ବାଲେଶ୍ଵର ପାଖାପାଖି ବାତ୍ୟା ଲ୍ୟାଣ୍ଡଫଲ୍ କରିବ। ବାତ୍ୟା ଏବଂ ପର ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋର ଚାଲିଛି।‘ ଏହାର ପ୍ରଭାବରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାରେ ବର୍ଷା ଆରମ୍ଭ । କଟକରେ ବର୍ଷା, ଘଡ଼ଘଡ଼ି ସହ ବହୁଛି ତୁହାକୁ ତୁହା ପବନ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: