ଭୁବନେଶ୍ଵର,୮/୯:ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଦଳରୁ ସସ୍ପେଣ୍ଡ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତାଙ୍କ ନାମରେ ବାଲୁଗାଁ NAC କାର୍ଯ୍ୟାଳୟ ପରିସରରେ ବିଜେପି ନେତା ଙ୍କୁ ମାଡ ମରିଥିବା ଅଭିଯୋଗ ହୋଇଥିଲା । । ମାଡ ମାରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ । ବିଜେପି ଦଳର ବାଲୁଗାଁ NAC ର ମଣ୍ଡଳ ସଭାପତି ନିରଞ୍ଜନ ସେଠୀ ଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା ।ଏହାର ଭିଡିଓ ବି ଭାଇରାଲ୍ ହୋଇଥିଲା ।ଏହାପରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |