ଭୁବନେଶ୍ୱର,୨୦ା୩ : ସୋମବାର ଆରମ୍ଭ ହୋଇଥିବା ବିଧାନସଭା ପ୍ରଶ୍ନକାଳରେ ବିରୋଧୀଙ୍କ ହୋ-ହଲ୍ଲା ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି।ମାଟ୍ରିକ ପ୍ରଶ୍ନପତ୍ର ଲିକ୍କୁ ନେଇ ଉଭୟେ ଭାଜପା ଏବଂ କଂଗ୍ରେସ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିବାକୁ ଘୋଷଣା କରିଛନ୍ତି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |