ଭୁବନେଶ୍ୱର,୧୮ /୯: ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ଆଜି ସିବିଆଇ ରେଡ୍ କରିଛି । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢାଉ କରିଛି । ସି-ସୋର ଲିଙ୍କରେ ବିଧାୟକଙ୍କ ଘରେ ଚଢାଉ ହୋଇଥିବା ସୂଚନା ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |