ବଲାଙ୍ଗୀର ୨୬/୦୯: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଗୁଡଭେଲା ବ୍ଲକ ବିଡ଼ିଓ । ଲାଞ୍ଚନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଛି । ୧ ଲକ୍ଷ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ବିଭାଗ ଧରିଥିବା ଜଣାପଡ଼ିଛି l ଗୁଡଭେଲା ବ୍ଲକ କାର୍ଯ୍ୟଳୟ ସହ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |