ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷା ଅଧିକାରୀ

ରାୟଗଡ଼ା ୦୨/୦୩ : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ |  ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ। ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ । ତାଙ୍କ ଘରେ ଲାଞ୍ଚ ନେବାବେଳେ ଧରା ପଡିଲେ। ଅବସରପ୍ରାପ୍ତ ଶିକ୍ଷକ ପ୍ରଭାତ ମହାପାତ୍ରଙ୍କ ଠାରୁ ପେନସନ କାମ କରାଇଦେବା ପାଇଁ ସେ ଲାଞ୍ଚ ନେଉଥିଲେ  । ଲାଞ୍ଚ ନେଉଥିବା ବେଳେ ଗୁଣୁପୁର ବିଇଓଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ ।   ତେବେ ଏ ଘଟଣା ଆହୁରି ନେଇ ଅଧିକ ତଦନ୍ତ ଜାରି ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: