ଭୁବନେଶ୍ଵର ୨୦/୦୯: ରାଜ୍ୟରେ ହ ହୁ ହୋଇ କାରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ରାଜଧାନୀ ଭୁବନେଶ୍ବରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୭ ରୋଗୀ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୨୧୮ ରହିଛି । ଏହା ସହ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |