ଭୁବନେଶ୍ବର, ୧୮ା୩ :ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି|ରାଜଧାନୀରେ ବୋମାମାଡ଼। ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ରାତିରେ କିଛି ଦୁର୍ବୃତ୍ତ ଆସି ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ବୋମାମାଡ଼ରେ ଜଣେ ଆହତ ହୋଇଥିବା ବେଳେ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |