ଭୁବନେଶ୍ୱର,୧୬।୦୪ : ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ବାସଭବନକୁ ଟମାଟୋ ମାଡ଼ କରିଛନ୍ତି ଛାତ୍ର କଂଗ୍ରେସ କର୍ମୀ। ଶତାଧିକ ଛାତ୍ର କଂଗ୍ରେସ କର୍ମୀ ବାସଭବନ ଘେରାଉ କରିଥିଲେ। ଫେକ୍ ସାର୍ଟିଫିକେଟରେ ଆଡମିଶନକୁ ବିରୋଧ କରି ବିକ୍ଷୋଭ କରିବା ସହିତ ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ କଟକଣାକୁ ମଧ୍ୟ ବିରୋଧ କରିଛନ୍ତି। ଛାତ୍ର କଂଗ୍ରେସ କର୍ମୀଙ୍କ ସହିତ ପୁଲିସ ଠେଲାପେଲା କରିବା ସହିତ ମନ୍ତ୍ରୀଙ୍କ ବାସଭବନକୁ ଜଗିରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |