ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

ଭୁବନେଶ୍ୱର ,୦୪/୦୮:କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ପୀଡ଼ିତ ହୋଇଛନ୍ତି । ଆଜି ତାଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: