ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡି ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ

କନ୍ଧମାଳ,୬/୨ : ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ। ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ। ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ କନ୍ଧମାଳ ଜିଲ୍ଲା ଭେଟ୍‌ କୋଲ୍‌ ଘାଟି ନିକଟରେ ଏଭଳି ଦୁର୍ଘଟଣା ଘଟିଛି। ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ଯାଇଥିଲା। ତେବେ ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ସୁଦ୍ଧା ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!