ଭୁବନେଶ୍ୱର,୨୩/୪ : ଆଜି ସକାଳୁ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସରକାରୀ ବାସଭବନ ଘେରାଉ ଯାଇଛି। ବାସଭବନ ଘେରିଲେ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଉଦୟନଗର ବାସିନ୍ଦା। ଜଟଣୀ ବିଧାୟକ ସୁର ରାଉତରାୟଙ୍କ ନେତୃତ୍ୱରେ ବାସଭବନ ଘେରାଉ କରି ବସିଛନ୍ତି ଲୋକେ। ବେଆଇନ୍ ଭାବେ ସରକାର ସେମାନଙ୍କ ଘର ଭାଙ୍ଗୁଥିବା ଅଭିଯୋଗ କରି ଘେରାଉ କରାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |