ଭୁବନେଶ୍ୱର,୨୧ ।୯: ରାଜଧାନୀରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ମହିଳା କମିସନରେ ହାଜର ହୋଇଛନ୍ତି ଓଟିଭି ଏମଡି ଜାଗୀ ମଙ୍ଗତ ପଣ୍ଡା । ୨୧ ତାରିଖରେ ହାଜର ହେବାକୁ ଓଟିଭି ଏମଡିଙ୍କୁ ନୋଟିସ କରିଥିଲା ମହିଳା କମିସନ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |