ମାଲଗାଡି ଟ୍ରେନ ଇଞ୍ଜିନରେ ଅଗ୍ନିକାଣ୍ଡ

କେନ୍ଦୁଝର,୧୧ ।୩ : କେନ୍ଦୁଝର ଅନ୍ତର୍ଗତ ବଡବିଲ ରେଳ ଷ୍ଟେସନରେ ଏକ ମାଲଗାଡି ଟ୍ରେନ ଇଞ୍ଜିନରେ ଅଗ୍ନିକାଣ୍ଡ । ବଲାଣି ସାଇଡିଙ୍ଗ ଅଭିମୁଖେ ଯାଉଥିବା ବେଳେ ଇଞ୍ଜିନରେ ଲାଗିଯାଇଥିଲା ନିଆଁ । ୪୦ ମିନିଟ ପରେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି । ଇଞ୍ଜିନରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ତେବେ ସର୍ଟସର୍କିଟରୁ ଇଞ୍ଜିନରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: