ମିଷ୍ଟର ଓଡିଶା ହେଲେ ଜଗନ୍ନାଥ ଖୁଣ୍ଟିଆ

ଭୁବେନେଶ୍ୱର,୧୧/୪: NPC ବଡି ବିଲ୍ଡିଂ ଚାମ୍ପିୟନସିପରେ ମିଷ୍ଟର ଓଡିଶା ହୋଇଛନ୍ତି ଜଗନ୍ନାଥ ଖୁଣ୍ଟିଆ। ସେପଟେ ମହିଳା ବର୍ଗରେ କମାଲ କରିଛନ୍ତି ଓଡ଼ିଆ ଝିଅ ଜ୍ୟୋସ୍ନାରାଣୀ ।ପ୍ରଥମ ଥର ପାଇଁ ଓଡ଼ିଶାରେ ଅନୁଷ୍ଠିତ ଏହି ସର୍ବବୃହତ ବଡି ବିଲ୍ଡିଂ ଚାମ୍ପିୟନସିପରେ ସାରା ଦେଶରୁ ଉଭୟ ମହିଳା ଓ ପୁରୁଷ ବର୍ଗରେ ୬୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ । NPC ବଡି ବିଲ୍ଡିଂ ଚାମ୍ପିୟାନସିପ NPC ଓଡିଶା ବଡି ବିଲ୍ଡିଂ ଫେଡରେସନ ଓ ଆୱାର୍ଡ-୨୭ ଦ୍ୱାରା ଆୟୋଜିତ ହୋଇଥିଲା । ରାଜ୍ୟର ଏହି ସର୍ବବୃହତ ବଡି ବିଲ୍ଡିଂ ଚମ୍ପିୟାନସିପ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହୋଇଛି  ଏହି ସର୍ବବୃହତ ବଡି ବିଲ୍ଡିଂ ଚମ୍ପିୟାନସିପରେ ଉଭୟ ମହିଳା ଓ ପୁରୁଷ ବର୍ଗରେ ୭ଟି କ୍ୟାଟେଗୋରୀରେ ପ୍ରତିଯୋଗିତା ହୋଇଥିଲା ।ପ୍ରତିଯୋଗିତାର ବିଜୟୀ ରାଶି ୬ ଲକ୍ଷ ୫୦ ହଜାର ଟଙ୍କା ରହିଥିଲା

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: