ଯାତ୍ରା କଳାକାର ଭିକୁ ସେଠଙ୍କ ପରଲୋକ

ଭୁବନେଶ୍ୱର, ୧୨ା୯ : ଲୋକପ୍ରିୟ ଯାତ୍ରା କଳାକାର ମହେନ୍ଦ୍ର ଦାସଙ୍କ ପରଲୋକ ଘଟିଛି । ସେ ମହେନ୍ଦ୍ର ନାମ ଅପେକ୍ଷା ଭିକୁ ସେଠଙ୍କ ନାମରେ ବେଶ ପରିଚିତ ଥିଲେ । ଚୌଦ୍ୱାର ସ୍ଥିତ ବାସଭବନରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ବୟସ ହୋଇଥିଲା । ଶାଗୁଣା ବସିଛି ଡେଣା ବେଲାଇ ନାଟକ ପରେ ସେ ଚର୍ଚ୍ଚାକୁ ଆସିଥିଲେ । ଖଳନାୟକ ଭାବେ ସେ ଖୁବ୍ ଲୋକପ୍ରିୟତା ହାସଲ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!