ରାଉରକେଲାରେ କୁଖ୍ୟାତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ରାଉରକେଲା, ୨୫/୦୬:  ରାଉରକେଲାରେ କୁଖ୍ୟାତ ଅପରାଧୀଙ୍କୁ ଏନ୍‌କାଉଣ୍ଟର। ଚଣ୍ଡିପୋଶ ଥାନା ଅନ୍ତର୍ଗତ ଏହି କାଣ୍ଡ ଘଟିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାର ଆହତ ଅପରାଧୀକୁ କାବୁ କରିବା ପରେ ଆର୍‌ଜିଏଚ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଅପରାଧୀ ହେଲେ ବିଶ୍ବଜିତ ସାହୁ । ତାଙ୍କ ବାମ ଗୋଡରେ ବାଜିଛି ଗୁଳି ।ଏହାସହ ଅନ୍ୟ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ।  ଅପରାଧୀ ଠାରୁ ଗୋଟିଏ ଏକେ-୪୭ ରାଇଫଲ୍ ସହ ଗୋଟିଏ ପିସ୍ତଲ ୧୫ରୁ ଉର୍ଦ୍ଧ୍ବ ଜୀବନ୍ତ ଗୁଳି ଜବତ ହୋଇଥିବା ବେଳେ ଅପରାଧୀ ବ୍ୟବହାର କରୁଥିବା କାର୍ ଜବତ କରଛି ଚାନ୍ଦିପୋଷ ପୋଲିସ।  ରାଉରକେଲା ପୋଲିସ ଅନ୍ୟ ୨ ଅପରାଧୀଙ୍କୁ ମଧ୍ୟ ଗିରଫ କରିଛି ଏବଂ ଆହତ ଅପରାଧୀକୁ ଆରଜିଏଚ୍ ରେ ଭର୍ତ୍ତି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!