ରାଉରକେଲାରେ ୧୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଜିଏସ୍‌ଟି ଠକେଇ ନେଇ ଚଢ଼ଉ

ରାଉରକେଲା, ୦୪/୦୪: ରାଉରକେଲାରେ  ୧୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଜିଏସ୍‌ଟି ଠକେଇ ନେଇ ଚଢ଼ଉ| ୧୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଜିଏସ୍‌ଟି ଠକେଇ ନେଇ କେନ୍ଦ୍ରୀୟ ଜିଏସ୍‌ଟି ପକ୍ଷରୁ ଚଢ଼ଉ କରାଯାଇଛି । ରାଉରକେଲାରେ ଥିବା ଟପ୍‌ ଟେକର ନାମକ ଏକ ସଂସ୍ଥା ୧୦ କୋଟିରୁ ଊଦ୍ଧ୍ୱର୍ ଟଙ୍କାର ଜିଏସ୍‌ଟି ଠକେଇ ନେଇ ଅଭିଯୋଗ ଉଠିବା ପରେ ଏହି ଚଢ଼ଉ କରାଯାଇଥିବା ସୂଚନା ମିଳିଛି । ଟପ୍‌ ଟେକ୍‌ର କାର୍ଯ୍ୟାଳୟ ସମେତ କୁଆଁରମୁଣ୍ଡା ଓ କାଲୁଗାଁରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ତେବେ ଚଢ଼ାଉ ସମୟରେ ଟପ୍‌ ଟେକର ମାଲିକ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: