ରାଉରକେଲା, ୨୭/୦୯ :ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି । ରମେଶ ଚନ୍ଦ୍ର ବଳ ଗତକାଲି ବିଳମ୍ବିତ ରାତିରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଆଜି ସକାଳେ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଉଦିତନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |