ରାଜଧାନୀରୁ ଚିହ୍ନଟ ହେଲେ ୩୪୨ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୯ /୦୯: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୪ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୨୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭ରେ ପହଞ୍ଚିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!