ରାଜଧାନୀରେ ସ୍ଥାପନ ହେବ ICONIC ଆଦର୍ଶ ବିଦ୍ୟାଳୟ

 ଭୁବନେଶ୍ୱର  ,୦୩/୦୯: ରାଜଧାନୀ ଭୁବନେଶ୍ୱରରେ ସ୍ଥାପନ ହେବାକୁ ଯାଉଛି ଏକ ଆଇକନିକ୍ ଆଦର୍ଶ ବିଦ୍ୟାଳୟ । ଏହି ଆଇକନିକ୍ ଆଦର୍ଶ ବିଦ୍ୟାଳୟରେ ୫୦୦ ଛାତ୍ରଛାତ୍ରୀଙ୍କୁ ପାଠ ପଢିବାର ସୁଯୋଗ ମିଳିବ । ୨୫ ଏକର ଅଞ୍ଚଳରେ ଏହି ସ୍କୁଲଟି ପରିବ୍ୟାପ୍ତ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଭୁବନେଶ୍ୱର ସ୍ଥିତ ଅନ୍ଧାରୁଆ ଅଞ୍ଚଳରେ ଏହି ସ୍କୁଲଟି ନିର୍ମାଣ କରାଯିବ । ସ୍କୁଲ ପାଇଁ ସ୍ଥାନ ଚୟନ ସରିଥିବା ନେଇ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ଗୁରୁଦିବସ ଅବସରରେ ଏହି ବିଦ୍ୟାଳୟ ନିର୍ମାଣ ପାଇଁ ଭୂମିପୂଜନ ଅନୁଷ୍ଠିତ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: