ରାଜଧାନୀ ରେ ଅଣାୟତ କରୋନା ,ଦିନକରେ ୩୦୫ ଚିହ୍ନଟ

ଭୁବନେଶ୍ୱର, ୧୮ /୦୯ : ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୯୦ ଜଣ ରହିଥିବା ବେଳେ ୨୧୫ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୨୫ରେ ପହଞ୍ଚିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: