ରାଜୁଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୋକ

ନୂଆଦିଲ୍ଲୀ,୨୧/୦୯:  ବିଶିଷ୍ଟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ପରଲୋକ। ୫୮ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା । ଦେହାନ୍ତ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏନେଇ ଟୁଇଟ କରି ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: