ରାଜ୍ୟବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୪/୦୪ : ଆଜି ପବିତ୍ର ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ ।   ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତାହା ସହ ମହାପ୍ରଭୁଙ୍କ ନିକଟରେ ରାଜ୍ୟବାସୀଙ୍କ ମଙ୍ଗଳକାମନା କରିଛନ୍ତି ମୁଖ୍ୟମନ୍ତ୍ରୀ  । ମୁଖ୍ୟମନ୍ତ୍ରୀ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ । ସମସ୍ତେ ଭଲରେ ରୁହନ୍ତୁ ବୋଲି ନବୀନ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: