ଭୁବନେଶ୍ବର, ୦୮/୧୧: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୪୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |