ଭୁବନେଶ୍ଵର, ୨୬/୦୪ : ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି। ବୁଧବାର ଠାରୁ ରାଜ୍ୟର ସମସ୍ତ କଲେଜ ଓ ୟୁନିଭରସିଟିରେ କ୍ଲାସ୍ ବନ୍ଦ। ପ୍ରଚଣ୍ଡ ଖରା ଯୋଗୁଁ ଆସନ୍ତା ମେ ୨ ତାରିଖ ଯାଏଁ ୟୁଜି ଓ ପିଜି କ୍ଲାସ୍ରୁମ୍ ପାଠପଢା ବନ୍ଦ ରହିବ। ତେବେ ପରୀକ୍ଷା ଖାତା ମୂଲ୍ୟାୟନ ଓ ପ୍ରଶାସନିକ କାର୍ଯ୍ୟ ପୂର୍ବବତ୍ ଜାରି ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |