ମୁମ୍ବାଇ: ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଜାମିନ ମିଳିଛି। ରାଜ କୁନ୍ଦ୍ରାଙ୍କ କମ୍ପାନିର ଆଇଟି ମୁଖ୍ୟ ରିଆନ୍ ଥର୍ପେଙ୍କୁ ମଧ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ୍ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ କୁନ୍ଦ୍ରାଙ୍କୁ ୫୦,୦୦୦ ଟଙ୍କାର ବଣ୍ଡ ଦେବାକୁ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |