ମୁମ୍ବଇ : ଡ୍ରଗ୍ସ ମାମଲାରେ ସଂପୃକ୍ତି ଥିବା ହେତୁ ଅନେକ ଦିନ ହେବ ଜେଲରେ ଥିବା ବଲିଉଡ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ଜାମିନ୍ ମିଳିଛି। ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ରିୟା ଚକ୍ରବର୍ତ୍ତୀଙ୍କ ବ୍ୟତୀତ ଦୀପେଶ ସାୱନ୍ତ ଏବଂ ସାମୁଏଲ ମିରାଣ୍ଡାଙ୍କୁ କୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ମାତ୍ର ରିୟାଙ୍କ ଭାଇ ସୌଭିକଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |